0 Comment
ନୂଆଦିଲ୍ଲୀ: ସନ୍ଦେଶଖାଲିରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଉପରେ ଆକ୍ରମଣ ମାମଲା ସିବିଆଇକୁ ହସ୍ତାନ୍ତର କରିବାକୁ କଲିକତା ହାଇକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ ମମତା ସରକାରଙ୍କ ଆବେଦନର ଜରୁରୀ ଶୁଣାଣି କରିବାକୁ ମନା କରିଛନ୍ତି ସୁପ୍ରିମକୋର୍ଟ । ସନ୍ଦେଶଖାଲି ମାମଲାର ତଦନ୍ତ ସିବିଆଇକୁ ହସ୍ତାନ୍ତର କରିବା ପାଇଁ ଗତକାଲି କଲିକତା ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଏହାର କିଛି ଘଣ୍ଟା ମଧ୍ୟରେ ହାଇକୋର୍ଟ ଆଦେଶକୁ ଚ୍ୟାଲେଞ୍ଜ କରି ମମତା ସରକାର ସୁପ୍ରିମକୋର୍ଟ ଯାଇଥିଲେ । ରାଜ୍ୟ ସରକାର ନିଜ ଆବେଦନରେ... Read More