0 Comment
ପୁରୀ : ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ବେଶରେ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଗରୁଡ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ । ଶ୍ରୀବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ, ମୂଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ । ସେହିପରି ଦେବୀ ସୁଭଦ୍ରା... Read More