Site icon ଆଜିକାଲି

କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଲେ ପିଇଓ

କେନ୍ଦୁଝର, ନିଖିଳ ଉତ୍କଳ ପଞ୍ଚାୟତ ନିର୍ବାହୀ ଅଧିକାରୀ ସଂଘ ଡାକରାରେ ଶୁକ୍ରବାର ଜିଲାର ପଞ୍ଚାୟତ ନିର୍ବାହୀ ଅଧିକାରୀ ( ପିଇଓ) ମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ପଞ୍ଚାୟତ ନିର୍ବାହୀ ଅଧିକାରୀମାନଙ୍କ ଶିକ୍ଷାଗତ ଯୋଗ୍ୟତାକୁ ଯୁକ୍ତ ଦୁଇରୁ ଗ୍ରାଜୁଏସନକୁ ବୃଦ୍ଧି ସହ ପ୍ରଲେବୁଲ ୫ (୨୧୭୦୦)ରୁ ୯ କୁ (୩୫,୪୦୦) ବୃଦ୍ଧି, ୧୦ ବର୍ଷ ଚାକିରି ପୂରଣ କରିଥିବା ପିଇଓଙ୍କ ପାଇଁ ସ୍ବତନ୍ତ୍ର ପଦବୀ ସୃଷ୍ଟି ଦାବିରେ ଧାରଣାରେ ବସିଛନ୍ତି।

Exit mobile version