ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ଏକଜିଟ୍ ପୋଲ୍ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ସରକାର ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ୧୦୦ ଦିନର ଏଜେଣ୍ଡା ନେଇ ଆଜି ସମୀକ୍ଷା ବୈଠକ କରିବେ ପ୍ରଧାନମନ୍ତ୍ରୀ । ୭ଟି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୈଠକ କରିବେ। ପ୍ରଥମେ ବାତ୍ୟା ପରବର୍ତ୍ତୀ ସ୍ଥିତି ପ୍ରସଙ୍ଗରେ ଆଲୋଚନା କରିବାର ସୂଚନା ରହିଛି। ପରେ ଦେଶରେ ଗ୍ରୀଷ୍ଣ ପ୍ରବାହ ସ୍ଥିତି ନେଇ ଆଲୋଚନା କରିବେ। ବିଶ୍ଵ ପରିବେଶ ଦିବସ ପାଳନ ନେଇ ମଧ୍ୟ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ପରେ, ନୂଆ ସରକାରଙ୍କ ୧୦୦ ଦିନିଆ କାର୍ଯ୍ୟକ୍ରମର ଏଜେଣ୍ଡା ସମୀକ୍ଷା କରିବା ପାଇଁ ମୋଦୀ ବୈଠକ କରିବେ।

June 2, 2024
0 Comment
104 Views
ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ ମାରାଥନ୍ ବୈଠକ: ୧୦୦ ଦିନର ଏଜେଣ୍ଡା ନେଇ କରିବେ ସମୀକ୍ଷା
by Editor
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ଏକଜିଟ୍ ପୋଲ୍ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ସରକାର ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ୧୦୦ ଦିନର ଏଜେଣ୍ଡା ନେଇ ଆଜି ସମୀକ୍ଷା ବୈଠକ କରିବେ ପ୍ରଧାନମନ୍ତ୍ରୀ । ୭ଟି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୈଠକ କରିବେ। ପ୍ରଥମେ ବାତ୍ୟା ପରବର୍ତ୍ତୀ ସ୍ଥିତି ପ୍ରସଙ୍ଗରେ ଆଲୋଚନା କରିବାର ସୂଚନା ରହିଛି। ପରେ ଦେଶରେ ଗ୍ରୀଷ୍ଣ ପ୍ରବାହ ସ୍ଥିତି ନେଇ ଆଲୋଚନା କରିବେ। ବିଶ୍ଵ ପରିବେଶ ଦିବସ ପାଳନ ନେଇ... Read More