ଖୋର୍ଦ୍ଧା : ଖୋର୍ଦ୍ଧାର ନବନିର୍ବାଚିତ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଅତିରିକ୍ତ ପ୍ରଥମ ଶ୍ରେଣୀ ଜିଲା ଦୌରାଜଜ ୩ ଦିନ ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ନିକଟରେ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ସେ ଆବେଦନ କରିଥିଲେ। ପୁତୁରାଙ୍କ ଶୁଦ୍ଧିକ୍ରିୟାରେ ଜଗଦ୍ଦେବ ଯୋଗଦେବା ପାଇଁ ବରିଷ୍ଠ ଓକିଲ ପ୍ରଭାତ ଦାସ କୋର୍ଟରେ ଜାମିନ ଆବେଦନ କରିଥିଲେ। ସରକାରୀ ଓକିଲ ଏବଂ ଜଗଦ୍ଦେବଙ୍କ ଓକିଲଙ୍କ ପକ୍ଷ ଶୁଣିବା ପରେ କୋର୍ଟ ଏହି ରାୟ ଦେଇଛନ୍ତି।
June 7, 2024
0 Comment
76 Views
ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ମଧ୍ୟବର୍ତ୍ତୀକାଳୀନ ଜାମିନ
by Editor