Site icon ଆଜିକାଲି

ଘରୋଇ ବସ୍ ଧର୍ମଘଟ ସ୍ଥଗିତ

ଭୁବନେଶ୍ବର : ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଥିବା ପ୍ରସ୍ତାବିତ ରାଜ୍ୟବ୍ୟାପୀ ଘରୋଇ ବସ୍‌ ଧର୍ମଘଟ ଆସନ୍ତା ୩୧ ଅକ୍ଟୋବର ଯାଏଁ ସ୍ଥଗିତ ରଖାଯାଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଆଲୋଚନା ପରେ ଧର୍ମଘଟ ସ୍ଥଗିତ ରଖିବାକୁ ବସ୍‌ ମାଲିକ ସଂଘ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି ।

ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (ସିଏମ୍‌ଓ)ଙ୍କ ସହ ବସ୍ ମାଲିକ ସଂଘର ବୈଠକ ହୋଇଥିଲା। ସରକାରଙ୍କ ସହ ସକରାତ୍ମକ ଆଲୋଚନା ହୋଇଥିବା ନେଇ ଘରୋଇ ବସ୍ ମାଲିକ ସଂଘ କହିଛି ।

Exit mobile version