Site icon ଆଜିକାଲି

ପ୍ରିୟବ୍ରତ ମାଝୀ ବିଜେଡିର ଗଣମାଧ୍ୟମ ସଂଯୋଜକ ନିଯୁକ୍ତ

ଭୁବନେଶ୍ୱର : ପ୍ରିୟବ୍ରତ ମାଝୀଙ୍କୁ ବିଜୁ ଜନତା ଦଳର ଗଣମାଧ୍ୟମ ସଂଯୋଜକ ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ବିଜୁ ଜନତା ଦଳ ପକ୍ଷରୁ ସୂଚନା ଦିଆଯାଇଛି। ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ପ୍ରିୟବ୍ରତ ମାଝୀଙ୍କୁ ଗଣମାଧ୍ୟମ ସଂଯୋଜକ ( ମିଡିଆ କୋଅର୍ଡିନେଟର ଭାବେ ନିଯୁକ୍ତି ଦିଆଯାଇଥିବା ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସୂଚନା ଦେଇଛନ୍ତି।

Exit mobile version