Site icon ଆଜିକାଲି

ପ୍ରୋ ଲିଗ୍ ହକି : ଓଡ଼ିଆ ଖେଳାଳିଙ୍କ ସମେତ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତା ୨୮ରୁ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବାକୁ ଥିବା ପ୍ରୋ ଲିଗ୍ ହକି ପାଇଁ ଭାରତୀୟ ଦଳରେ ଅମିତ ରୋହିଦାସ ଓ ନିଲମ ସଞ୍ଜୀବ ସେସ୍ ସ୍ଥାନ ପାଇଛନ୍ତି। ଏହି ଦୁଇ ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ପ୍ରୋ ଲିଗ୍ ହକି ଟୁର୍ଣ୍ଣାମେଣ୍ଟ ପାଇଁ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

Exit mobile version