Site icon ଆଜିକାଲି

ରାଜ୍ୟର ସବୁ ଅଞ୍ଚଳକୁ ସୁଲଭ ଓ ଉନ୍ନତ ସ୍ୱାସ୍ଥ୍ୟସେବା ପ୍ରଦାନ ଆମର ପ୍ରାଥମିକତା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାର ସବୁ ଅଞ୍ଚଳରେ ସୁଲଭ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ରାଜ୍ୟ ସରକାରଙ୍କ ପ୍ରାଥମିକତା ରହିଆସିଛି। ଆଜି ସାର୍ବଜନୀନ ସ୍ୱାସ୍ଥ୍ୟ କଭରେଜ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି । ସୁସ୍ଥ ଓଡ଼ିଶା, ସୁଖୀ ଓଡ଼ିଶା ଓ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଲକ୍ଷ୍ୟ ପୂରଣ ପାଇଁ ରାଜ୍ୟର ସମସ୍ତ ଲୋକଙ୍କୁ ସୁଲଭ ଓ ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ତାଙ୍କ ସରକାର ବଦ୍ଧପରିକର ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

Exit mobile version