ଭୁବନେଶ୍ବର : ଓଡିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି ରଘୁବର ଦାସ। ଆଜି ରାଜଭବନରେ ଆୟୋଜିତ ସମାରୋହରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ରଘୁବର ଦାସଙ୍କୁ ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ତାଙ୍କ ମନ୍ତ୍ରିମଣ୍ଡଳରର ସଦସ୍ୟ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବାଚସ୍ପତି ପ୍ରମିଳା ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ଶପଥ ପାଠ ପରେ ନୂଆ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ଶପଥ ଗ୍ରହଣ ପୂର୍ବରୁ ରଘୁବର ଦାସ ଲିଙ୍ଗରାଜ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ ।

October 31, 2023
0 Comment
223 Views
ରାଜ୍ୟପାଳ ଭାବେ ଶପଥ ନେଲେ ରଘୁବର ଦାସ
by Editor
ଭୁବନେଶ୍ବର : ଓଡିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି ରଘୁବର ଦାସ। ଆଜି ରାଜଭବନରେ ଆୟୋଜିତ ସମାରୋହରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ରଘୁବର ଦାସଙ୍କୁ ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ତାଙ୍କ ମନ୍ତ୍ରିମଣ୍ଡଳରର ସଦସ୍ୟ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବାଚସ୍ପତି ପ୍ରମିଳା ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ଶପଥ ପାଠ ପରେ ନୂଆ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର... Read More