ନୂଆଦିଲ୍ଲୀ : ପୁଣି ଅଡୁଆରେ କଂଗ୍ରେସ ସାଂସଦ ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ବୀର ସାବରକରଙ୍କ ସମ୍ପର୍କରେ ରାହୁଲ ଦେଇଥିବା ଆପତ୍ତିଜନକ ମନ୍ତବ୍ୟ ମାମଲାରେ ହାଜର ହେବାକୁ ପୁନେ କୋର୍ଟଙ୍କ ପକ୍ଷରୁ ନୋଟିସ୍ ଜାରି କରାଯାଇଛି। ବୀର ସାବରକରଙ୍କ ସମ୍ପର୍କରେ ରାହୁଲ ଆପତ୍ତିଜନକ ଶଦ୍ଦ ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ରାହୁଲ ଗାନ୍ଧୀ ବ୍ରିଟେନ ଯାଇଥିବା ବେଳେ ସେଠାରେ ଏଭଳି ମନ୍ତବ୍ୟ ଦେଇଥିଲେ। ଏନେଇ ସାବରକରଙ୍କ ସମ୍ପର୍କୀୟ ପୁଣେ କୋର୍ଟରେ ମାନହାନି ମକଦ୍ଦମା କରିଥିଲେ। ଏହାର ଶୁଣାଣି କରି ଶନିବାର କୋର୍ଟ ରାହୁଲଙ୍କୁ ନୋଟିସ୍ କରି ଅକ୍ଟୋବର ୨୩ରେ ହାଜର ହେବାକୁ ନୋଟିସରେ କୁହାଯାଇଛି।
October 5, 2024
0 Comment
34 Views
ପୁଣି ଅଡୁଆରେ ରାହୁଲ ଗାନ୍ଧୀ, ଆପତ୍ତିଜନକ ମନ୍ତବ୍ୟ ପାଇଁ ନୋଟିସ୍
by Editor
ନୂଆଦିଲ୍ଲୀ : ପୁଣି ଅଡୁଆରେ କଂଗ୍ରେସ ସାଂସଦ ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ବୀର ସାବରକରଙ୍କ ସମ୍ପର୍କରେ ରାହୁଲ ଦେଇଥିବା ଆପତ୍ତିଜନକ ମନ୍ତବ୍ୟ ମାମଲାରେ ହାଜର ହେବାକୁ ପୁନେ କୋର୍ଟଙ୍କ ପକ୍ଷରୁ ନୋଟିସ୍ ଜାରି କରାଯାଇଛି। ବୀର ସାବରକରଙ୍କ ସମ୍ପର୍କରେ ରାହୁଲ ଆପତ୍ତିଜନକ ଶଦ୍ଦ ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ରାହୁଲ ଗାନ୍ଧୀ ବ୍ରିଟେନ ଯାଇଥିବା ବେଳେ ସେଠାରେ ଏଭଳି ମନ୍ତବ୍ୟ ଦେଇଥିଲେ। ଏନେଇ ସାବରକରଙ୍କ ସମ୍ପର୍କୀୟ ପୁଣେ କୋର୍ଟରେ ମାନହାନି ମକଦ୍ଦମା... Read More