Site icon ଆଜିକାଲି

ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଶୁଭେଚ୍ଛା ଜଣାଇଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୭୨ ବର୍ଷରେ ପାଦ ଦେଇଛନ୍ତି । ଏହି ଅବସରରେ ତାଙ୍କ ନିକଟକୁ ଦେଶ ଓ ବିଦେଶରୁ ଶୁଭେଚ୍ଛାର ସୁଅ ଛୁଟିଛି । କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଏବଂ ଦଳର ଅନ୍ୟ ନେତାମାନେ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ରାହୁଲ ଗାନ୍ଧୀ ଟୁଇଟ୍ କରି କହିଛନ୍ତି, “ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା।”

Exit mobile version