ଭୁବନେଶ୍ୱର : ରାଜ୍ୟରେ କାଳବୈଶାଖୀ ପ୍ରଭାବ ଜାରି ରହିଛି । ଏହାର ପ୍ରଭାବରେ ଆଜି କିଛି ଜିଲାରେ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ କୁଆପଥର ପଡିବା ସମ୍ଭାବନା ମଧ୍ୟ ରହିଛି । ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କଟକ, ଯାଜପୁର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, କଳାହାଣ୍ଡି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଅଧିକାଂଶ ଜିଲାରେ ୭୦ରୁ ୧୧୦ ମିଲିମିଟର ବର୍ଷା ନେଇ ଆକଳନ କରାଯାଇଛି । ଏହି ସମୟରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ।
April 25, 2023
0 Comment
206 Views
ରାଜ୍ୟରେ ଆସନ୍ତା ୨୯ ଯାଏଁ ବର୍ଷା ସମ୍ଭାବନା
by Editor
ଭୁବନେଶ୍ୱର : ରାଜ୍ୟରେ କାଳବୈଶାଖୀ ପ୍ରଭାବ ଜାରି ରହିଛି । ଏହାର ପ୍ରଭାବରେ ଆଜି କିଛି ଜିଲାରେ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ କୁଆପଥର ପଡିବା ସମ୍ଭାବନା ମଧ୍ୟ ରହିଛି । ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କଟକ, ଯାଜପୁର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, କଳାହାଣ୍ଡି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଅଧିକାଂଶ ଜିଲାରେ ୭୦ରୁ ୧୧୦... Read More