Site icon ଆଜିକାଲି

ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଟାଙ୍ଗରପାଲି ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ସୋଇଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଟାଙ୍ଗରପାଲି ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ଘରେ ଓ ଅନ୍ୟ ଠିକଣାରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ବହିରଡୁମାବାହାଲ, ଲେଫ୍ରିପଡ଼ା ଓ ସୁନ୍ଦରଗଡ଼ର ୮ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ। ଏ ସଂପର୍କରେ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

Exit mobile version