Site icon ଆଜିକାଲି

ନେପାଳ ରାଷ୍ଟ୍ରପତି ଭାବେ ଶପଥ ନେଲେ ରାମ ଚନ୍ଦ୍ର ପୌଡେଲ

କାଠମାଣ୍ଡୁ : ନେପାଳର ରାଷ୍ଟ୍ରପତି ଭାବେ ଶପଥ ନେଲେ ରାମ ଚନ୍ଦ୍ର ପୌଡେଲ। ସୋମବାର ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି ନବନିର୍ବାଚିତ ରାଷ୍ଟ୍ରପତି ରାମ ଚନ୍ଦ୍ର ପୌଡେଲ। ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କାର୍ଯ୍ୟକାରୀ ପ୍ରଧାନ ବିଚାରପତି ହରି କୃଷ୍ଣ କାର୍କି ତାଙ୍କୁ ଶପଥ ପାଠ କରାଇଛନ୍ତି।

ସୂଚନା ଯେ, ମାର୍ଚ୍ଚ ୯ ତାରିଖରେ ପୌଡେଲ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ।

Exit mobile version