Site icon ଆଜିକାଲି

ଆଜି ପ୍ରକାଶ ପାଇବ ଯୁକ୍ତ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

ଭୁବନେଶ୍ବର : ଆଜି ଯୁକ୍ତ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ। ସୋମବାର ଅପରାହ୍ନ ୪ଟାରେ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚିତ କରାଯିବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପରୀକ୍ଷା ଫଳ ଘୋଷଣା କରିବେ । ଏହାପରେ ୱେବସାଇଟରେ ରେଜଲ୍ଟ ଉପଲବ୍ଧ । ପରୀକ୍ଷାର୍ଥୀ http://orissaresults.nic.in ୱେବସାଇଟ୍‌ରେ ପରୀକ୍ଷା ଫଳ ଜାଣିପାରିବେ । ଏନେଇ ସିଏଚ୍‌‌ଏସ୍‌‌ଇ କାର୍ଯ୍ୟାଳୟ ସୂଚନା ଦେଇଛି ।

Exit mobile version