Site icon ଆଜିକାଲି

ଅବସରପ୍ରାପ୍ତ ହାଇକୋର୍ଟ ବିଚାରପତି ଜଷ୍ଟିସ ଶତ୍ରୁଘ୍ନ ପୂଜାହାରୀ ଓଡ଼ିଶା ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ

ଭୁବନେଶ୍ବର : ଓଡ଼ିଶା ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଓ ସଦସ୍ୟଙ୍କୁ ନିଯୁକ୍ତି ଦିଆଯାଇଛି। ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଶତ୍ରୁଘ୍ନ ପୂଜାହାରୀ ରାଜ୍ୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି । ଅସୀମ ଅମିତାଭ ଦାସଙ୍କୁ ଓଡ଼ିଶା ମାନବାଧିକାର କମିଶନର ନୂଆ ସଦସ୍ୟ ଭାବେ ନିଯୁକ୍ତି ମିଳିଛି।

Exit mobile version