ଭୁବନେଶ୍ବର : ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କୁ ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସ୍ଥାନିତ କରାଯାଇଥିବା ସୂଚନା ମିଳିଛି। ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସମୀର ମହାନ୍ତିଙ୍କୁ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ନିଯୁକ୍ତି ଦେଇଛନ୍ତି। ସୂଚନାଯୋଗ୍ୟ, ୨୦୨୦ ଜାନୁଆରୀ ୧୭ରୁ ୨୦୨୩ ମାର୍ଚ୍ଚ ୨୩ ପର୍ଯ୍ୟନ୍ତ ବିଜେପି ରାଜ୍ୟ ସଭାପତି ଥିଲେ ସମୀର ମହାନ୍ତି। ଏହାପରେ ଗତ ମାର୍ଚ୍ଚ ମାସରେ ତାଙ୍କ ସ୍ଥାନରେ ମନମୋହନ ସାମଲଙ୍କୁ ବିଜେପି ରାଜ୍ୟ ସଭାପତି ଭାବେ ନିଯୁକ୍ତି ମିଳିଛି।

July 13, 2023
0 Comment
257 Views
ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସ୍ଥାନ ପାଇଲେ ସମୀର ମହାନ୍ତି
by Editor
ଭୁବନେଶ୍ବର : ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କୁ ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସ୍ଥାନିତ କରାଯାଇଥିବା ସୂଚନା ମିଳିଛି। ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସମୀର ମହାନ୍ତିଙ୍କୁ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ନିଯୁକ୍ତି ଦେଇଛନ୍ତି। ସୂଚନାଯୋଗ୍ୟ, ୨୦୨୦ ଜାନୁଆରୀ ୧୭ରୁ ୨୦୨୩ ମାର୍ଚ୍ଚ ୨୩ ପର୍ଯ୍ୟନ୍ତ ବିଜେପି ରାଜ୍ୟ ସଭାପତି ଥିଲେ ସମୀର ମହାନ୍ତି। ଏହାପରେ ଗତ ମାର୍ଚ୍ଚ ମାସରେ ତାଙ୍କ ସ୍ଥାନରେ ମନମୋହନ ସାମଲଙ୍କୁ ବିଜେପି ରାଜ୍ୟ ସଭାପତି ଭାବେ... Read More