Site icon ଆଜିକାଲି

ସେପ୍ଟେମ୍ବର ୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ, ୨୧ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର : ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ଅଧିବେଶନ ଆରମ୍ଭ ହେବା ଆଗ ଦିନ ଅର୍ଥାତ୍ ସେପ୍ଟେମ୍ବର ୨୧ ତାରିଖରେ ବାଚସ୍ପତି ନିର୍ବାଚନ କରାଯିବ । ବିକ୍ରମ କେଶରୀ ଆରୁଖ ମନ୍ତ୍ରୀ ହେବାରୁ ବିଧାନସଭା ବାଚସ୍ପତି ପଦ ଖାଲି ପଡିଛି । ବାଚସ୍ପତି ନିର୍ବାଚନ ପାଇଁ ୧୮ ତାରିଖରେ ନାମାଙ୍କନ ଦାଖଲ କରାଯାଇପାରିବ।

ବିଧାନସଭାର ମୌସୁମୀ ଅଧିବେଶନ ଅକ୍ଟୋବର ୪ ତାରିଖ ଯାଏଁ ଚାଲିବ। ଅକ୍ଟୋବର ୩ ତାରିଖରେ ଆସିବ ଅତିରିକ୍ତ ବଜେଟ୍।

Exit mobile version