ନୂଆଦିଲ୍ଲୀ : ଆଜି ଦେଶ ପାଳୁଛି ୭୪ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ହେବାକୁ ଥିବା ପରେଡ୍ ପାଇଁ ରାଜଧାନୀ ଦିଲ୍ଳୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ଦିଲ୍ଳୀ ପୋଲିସ୍ର ଅନେକ ଦଳ ବିଭିନ୍ନ ସ୍ଥାନରେ ପାଟ୍ରୋଲିଂ କରୁଛନ୍ତି। ସୁରକ୍ଷା ପାଇଁ ଦିଲ୍ଲୀରେ ୬୦୦୦ ସୁରକ୍ଷା କର୍ମୀ ନିୟୋଜିତ ହୋଇଥିବା ବେଳେ କର୍ତ୍ତବ୍ୟ ପଥରେ ହେବାକୁ ଥିବା ସାଧାରଣତନ୍ତ୍ର ଉତ୍ସବରେ ୨୪ଟି ହେଲ୍ପ ଡେକ୍ସ ରଖାଯାଇଛି।

January 26, 2023
0 Comment
317 Views
ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
by Editor