Site icon ଆଜିକାଲି

୧୨ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେବ ଶିମିଳିପାଳ ଅଭୟାରଣ୍ୟ

ମୟୁରଭଞ୍ଜ : ବନ୍ଦ ହେବ ଶିମିଳିପାଳ। ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେବ ଶିମିଳିପାଳ ଅଭୟାରଣ୍ୟ। ଅକ୍ଟୋବର ମାସ ପର୍ଯ୍ୟନ୍ତ ବନ୍ଦ ରହିବା ନେଇ ଶୁକ୍ରବାର ବନ ବିଭାଗ ପକ୍ଷରୁ ନୋଟିସ୍ ମିଳିଛି। ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଅଭୟାରଣ୍ୟ ବନ୍ଦ ରହିବ।

Exit mobile version