Site icon ଆଜିକାଲି

ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ : ଅବକାରୀ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ କୌଣସି ଆଶ୍ବସ୍ତି ମିଳିନାହିଁ । ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟ ସିସୋଦିଆଙ୍କ ଜାମିନ ଆବେଦନ ଖାରଜ କରିଦେଇଛନ୍ତି। ଏହି ମାମଲାରେ ଇଡି ମାର୍ଚ୍ଚ ୯ରେ ସିସୋଦିଆଙ୍କୁ ଗିରଫ କରିଥିଲା । ଏହା ପୂର୍ବରୁ ସିବିଆଇ ମାମଲାରେ ଗୁରୁବାର କୋର୍ଟ ସିସୋଦିଆଙ୍କ ବିଚାର ବିଭାଗୀୟ ହାଜତ ମିଆଦ ମେ ୧୨ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ।

Exit mobile version