Site icon ଆଜିକାଲି

ଆଜି ଠାରୁ ସ୍ୱତନ୍ତ୍ର ଓଜେଇଇ

ଭୁବନେଶ୍ବର : ଆଜିଠୁ ସ୍ୱତନ୍ତ୍ର ଓଜେଇଇ ଦେବେ ଛାତ୍ରଛାତ୍ରୀ । ଆଜି, ଆସନ୍ତାକାଲି ଓ ୭ ତାରିଖରେ ପରୀକ୍ଷା ହେବ। ଏମବିଏ, ବି ଟେକ, ବି ଫାର୍ମା ବିଭାଗର ପରୀକ୍ଷା ହେବ। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ସନ୍ଧ୍ୟା ୫ ଟାରେ ସରିବ । ୪ଟି ସିଫ୍ଟରେ ପରୀକ୍ଷାର୍ଥୀ ଦେବେ ପରୀକ୍ଷା।

ସ୍ୱତନ୍ତ୍ର ଓଜେଇଇରେ ମୋଟ ୨୮ ହଜାର ୬୨୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଏହି ପରୀକ୍ଷା ଓଡ଼ିଶାର ୨୮ଟି ସହରରେ ୩୮ କେନ୍ଦ୍ରରେ ଅନୁଷ୍ଠିତ ହେବ। କୋଲକାତା, ରାଞ୍ଚି ଏବଂ ପାଟନାରେ ମଧ୍ୟ କେନ୍ଦ୍ର ରହିବ।

Exit mobile version