Site icon ଆଜିକାଲି

ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର : ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ ସଚ୍ଚିବାଳୟରେ ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ଅନେକ ଗୁରୁତ୍ୱପୂର୍ଣ୍ଣ ଏଜେଣ୍ଡା ଉପରେ ବାଜିପାରେ କ୍ୟାବିନେଟ୍‌ର ମୋହର ।

ସୁଚନା ଯେ, ମଙ୍ଗଳବାର ସନ୍ଧ୍ୟା ସାଢ଼େ ୭ଟାରେ ଏହି ବୈଠକ ବସିବାକୁ ଥିବା ବେଳେ, ଏଥିରେ ବିଭାଗୀୟ ମନ୍ତ୍ରୀ ଓ ବିଧାୟକମାନେ ଉପସ୍ଥିତ ରହିବେ । ତେବେ ଆଜି ବସିଥିବାକୁ ଥିବା ଏହି ବୈଠକରେ କେଉଁ ସବୁ ପ୍ରସ୍ତାବ ଉପରେ ମୋହର ବାଜିବ । ସେନେଇ କିଛି ସୂଚନା ମିଳିନାହିଁ ।

Exit mobile version