Site icon ଆଜିକାଲି

ମହଙ୍ଗା ଭତ୍ତା ୪ ପ୍ରତିଶତ ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ବର : ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢାଇଲେ ସରକାର । ମହଙ୍ଗା ଭତ୍ତା ୪ ପ୍ରତିଶତ ବଢାଇଲେ ରାଜ୍ୟ ସରକାର । ପୂର୍ବରୁ ୪୬ ପ୍ରତିଶତ ଥିବାବେଳେ ୪ ପ୍ରତିଶତ ବୃଦ୍ଧି ପାଇ ମହଙ୍ଗା ଭତ୍ତା ୫୦%ରେ ପହଞ୍ଚିଛି । ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ।

Exit mobile version