Site icon ଆଜିକାଲି

ସୁଭଦ୍ରା ଯୋଜନା : ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଲା ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କାଏ

ଭୁବନେଶ୍ୱର : ରାଜ୍ୟରେ ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କାଏ ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି। ଆଜି ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ୧ ଟଙ୍କା ଲେଖାଏଁ ଆସିଥିବା ବେଳେ ଆସନ୍ତା ୯ତାରିଖରେ ଦିଆଯିବ ସୁଭଦ୍ରା ଟଙ୍କା। ଆଜି ୧ଟଙ୍କା ଲେଖାଏଁ ଆସିବ ବୋଲି ଗଣମାଧ୍ୟମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଥିଲେ।

Exit mobile version