0 Comment
ଭୁବନେଶ୍ୱର: ବରଗଡ ଜିଲ୍ଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲ୍ଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା ଜିଲ୍ଲାରେ ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭି.କେ. ପାଣ୍ଡିଆନ ଗତ ଜୁନ୍... Read More