0 Comment
ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ଆଉ ଦୁଇଟି ସ୍ଲୁଇସ୍ ଗେଟ୍ ବନ୍ଦ ହୋଇଛି । ଉପର ମୁଣ୍ଡରୁ ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ କମିଥିବାରୁ ଗେଟ୍ ବନ୍ଦ କରାଯାଇଛି । ଫଳରେ ବର୍ତ୍ତମାନ ୪ଟି ଗେଟ୍ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ ଜାରି ରହିଛି । ହୀରାକୁଦର ବାମ ପାର୍ଶ୍ବରେ ୨ଟି ଏବଂ ଡାହାଣ ପାର୍ଶ୍ବରେ ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ସୂଚନାଯୋଗ୍ୟ ଯେ, ଗୁରୁବାର ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର... Read More