0 Comment
ନୂଆଦିଲ୍ଲୀ : ଚନ୍ଦ୍ରଯାନ-୩ ପାଇଁ ଆଜି ଅଗ୍ନି ପରୀକ୍ଷା । ଚନ୍ଦ୍ରଯାନ-୩ ଏବେ ତାର ସବୁଠୁ କଠିନ ପର୍ଯ୍ୟାୟକୁ ପ୍ରବେଶ କରିବାକୁ ଯାଉଛି । ଇସ୍ରୋ ଏହାର କକ୍ଷକୁ ଚନ୍ଦ୍ରପୃଷ୍ଠରୁ ୧୦୦ କିଲୋମିଟର ଉପର ପର୍ଯ୍ୟନ୍ତ ହ୍ରାସ କରିବା ପାଇଁ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକ୍ରିୟା ହାତକୁ ନେବ । ଚନ୍ଦ୍ରଯାନ-୩କୁ ୧୦୦ କିଲୋମିଟର ବୃତାକାର କକ୍ଷକୁ ନେବା ପାଇଁ ବିଭିନ୍ନ ପ୍ରକ୍ରିୟା କରାଯାଇଛି । ଏଥିରୁ ଯୋଜନା ଅନୁସାରେ ୨ଟି ପ୍ରକ୍ରିୟା ସଫଳତାର ସହ ଶେଷ... Read More