0 Comment
ଭୁବନେଶ୍ୱର -ଚଳିତମାସ ୧୮ ତାରିଖ ବେଳକୁ ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଆଜି ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବର୍ତ୍ତମାନ ଏହା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି ।ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅଗଷ୍ଟ ୧୭ ରୁ ୧୯ ତାରିଖ ଏହାର ସର୍ବାଧିକ ପ୍ରଭାବ ପଡିବପାରେ... Read More