ଭୁବନେଶ୍ବର : ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ କାର୍ଯ୍ୟକାଳ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି । ସରକାର ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ଆଉ ୬ ମାସ ବୃଦ୍ଧି କରିଛନ୍ତି । ତେବେ ଡିସେମ୍ବର ୩୧ରେ ସରିଥାନ୍ତା ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ । ୨୦୨୪ ନିର୍ବାଚନକୁ ନଜରରେ ରଖି ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଆସନ୍ତା ଫେବ୍ରୁଆରୀ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖିଛନ୍ତି ସରକାର । ଏମିତିରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟ ଦକ୍ଷତାକୁ ଦୃଷ୍ଟିରେ ରଖି ତାଙ୍କ କାର୍ଯ୍ୟକାଳ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର ।
December 29, 2023
0 Comment
119 Views
ଆଉ ୬ମାସ ବଢ଼ିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ କାର୍ଯ୍ୟକାଳ
by Editor
ଭୁବନେଶ୍ବର : ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ କାର୍ଯ୍ୟକାଳ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି । ସରକାର ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ଆଉ ୬ ମାସ ବୃଦ୍ଧି କରିଛନ୍ତି । ତେବେ ଡିସେମ୍ବର ୩୧ରେ ସରିଥାନ୍ତା ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ । ୨୦୨୪ ନିର୍ବାଚନକୁ ନଜରରେ ରଖି ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଆସନ୍ତା ଫେବ୍ରୁଆରୀ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖିଛନ୍ତି ସରକାର । ଏମିତିରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟ... Read More