Site icon ଆଜିକାଲି

ରଜୌରୀ ସେନା କ୍ୟାମ୍ପ ଉପରେ ଆତଙ୍କୀ ଆକ୍ରମଣ: କିଛି ଯବାନ ଆହତ ସୂଚନା

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀର ରଜୌରୀ ସେନା କ୍ୟାମ୍ପ ଉପରେ ବଡଧରଣର ଆତଙ୍କୀ ଆକ୍ରମଣ। ସୁରକ୍ଷାକର୍ମୀଙ୍କ ସତର୍କତା ଯୋଗୁଁ ବଡ ଆକ୍ରମଣ ଉଦ୍ୟମ ବିଫଳ ହୋଇଛି। ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ଆତଙ୍କୀଙ୍କ ଆକ୍ରମଣରେ କିଛି ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଘଟଣା ପରେ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି।

Exit mobile version