Site icon ଆଜିକାଲି

ସୀମାରେ ଆତଙ୍କୀ ହମଲା : ଜଣେ ଯବାନ ଶହୀଦ, ୪ ଆହତ

ନୂଆଦିଲ୍ଲୀ : ସୀମାରେ କିଛି ଦିନ ହେବ ଲାଗି ରହିଛି ଆତଙ୍କୀ ହମଲା। ଆଜି ସକାଳେ ପୁଣି ଆତଙ୍କବାଦୀ ଓ ସୈନ୍ୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଆତଙ୍କବାଦୀ ନିପାତ ହୋଇ ଥିବାବେଳେ ୫ ଜଣ ଯବାନ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଥିଲା। ପରବର୍ତ୍ତୀ ସମୟରେ ଜଣେ ଯବାନ ଶହୀଦ ହୋଇଥିବା ଜଣାପଡ଼ିଛି।

Exit mobile version