Site icon ଆଜିକାଲି

ଦନ୍ତା ହାତୀର ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ଖୋର୍ଦ୍ଧା : ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗି ରେଞ୍ଜ ଡମଣଭୂଇଁ ଭଣ୍ଡାରୀଝର ନିକଟରୁ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି। ତେବେ ହାତୀର କିପରି ମୃତ୍ୟୁ ଘଟିଲା ତାର କାରଣ ଅସ୍ପଷ୍ଟ ରହିଛି। ବିଦ୍ୟୁତ ଆଘାତରେ ହାତୀଟିର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ବନ ବିଭାଗର ତଦନ୍ତ ଜାରି ରଖିଛି। ସୂଚନା ଯେ, ଗତ ୨ ମାସ ତଳେ ମଧ୍ୟ ଉକ୍ତ ସ୍ଥାନରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଥିଲା।

FacebookTwitterLinkedinWhatsapp
Exit mobile version