ଭୁବନେଶ୍ୱର: ପ୍ୟାରିସ୍ ଅଲିମ୍ପିକ୍ସ ପୂର୍ବରୁ ଓଡ଼ିଆ ଖୋଳାଳିଙ୍କ ଲାଗି ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଖେଳାଳି ହେଲେ କିଶୋର ଜେନା ଏବଂ ଅମିତ ରୋହିଦାସ । ଉଭୟଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ପାଇଁ ୧୫ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ୱାରା ସେମାନେ ଶ୍ରେଷ୍ଠ ପ୍ରଦର୍ଶନ ଦେଇ ଦେଶ ପାଇଁ ଗୌରବ ଅର୍ଜନ ନିମନ୍ତେ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କିଶୋର ଜେନା ଜାଭଲିନ୍ ଥ୍ରୋ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ବେଳେ ଅମିତ ରୋହିଦାସ ହକି ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି । ୨୬ଜୁଲାଇରୁ ଆରମ୍ଭ ହେବାକୁ ଯାଉଛି କ୍ରୀଡା ମହାକୁମ୍ଭ ଅଲିମ୍ପିକ୍ସ ।
July 8, 2024
0 Comment
72 Views
ଓଡ଼ିଆ ଖେଳାଳିଙ୍କ ଲାଗି ୧୫ଲକ୍ଷର ପ୍ରୋତ୍ସାହନ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
by Editor
ଭୁବନେଶ୍ୱର: ପ୍ୟାରିସ୍ ଅଲିମ୍ପିକ୍ସ ପୂର୍ବରୁ ଓଡ଼ିଆ ଖୋଳାଳିଙ୍କ ଲାଗି ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଖେଳାଳି ହେଲେ କିଶୋର ଜେନା ଏବଂ ଅମିତ ରୋହିଦାସ । ଉଭୟଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ପାଇଁ ୧୫ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ୱାରା ସେମାନେ ଶ୍ରେଷ୍ଠ ପ୍ରଦର୍ଶନ ଦେଇ ଦେଶ ପାଇଁ ଗୌରବ ଅର୍ଜନ ନିମନ୍ତେ... Read More