ଭୁବନେଶ୍ୱର : ଭଟଲିର ପୂର୍ବତନ ବିଧାୟିକା ତଥା ମନ୍ତ୍ରୀ ସରସ୍ଵତୀ ପ୍ରଧାନଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କ ସେବା ତଥା କଲ୍ଯାଣ ପାଇଁ ଦିବଂଗତ ବିଧାୟିକାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ ଶୋକବାର୍ତ୍ତାରେ କହିଛନ୍ତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

November 2, 2023
0 Comment
189 Views
ପୂର୍ବତନ ମନ୍ତ୍ରୀ ସରସ୍ଵତୀ ପ୍ରଧାନଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
by Editor