Site icon ଆଜିକାଲି

ଜୁଲାଇ ୨୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର : ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ଜୁଲାଇ ୨୨ ତାରିଖ ସୋମବାର ଠାରୁ ଆରମ୍ଭ ହେଉଛି। ତେଣୁ ସେହିଦିନ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଲୋକଙ୍କ ଅବଗତି ନିମନ୍ତେ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Exit mobile version