Site icon ଆଜିକାଲି

ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ବର : ଆଜି (ସୋମବାର) ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ତଥା ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Exit mobile version