Site icon ଆଜିକାଲି

୧୯ ଏବଂ ୨୬ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର : ଆସନ୍ତା ଅଗଷ୍ଟ ୧୯ ତାରିଖ(ସୋମବାର ) ଏବଂ ଅଗଷ୍ଟ ୨୬ତାରିଖ(ସୋମବାର)ରେ ଭୁବନେଶ୍ୱର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ସରକାରୀ ଛୁଟି ଥିବାରୁ ଏହି ଦିନଗୁଡ଼ିକରେ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Exit mobile version