Site icon ଆଜିକାଲି

ରାଜ୍ୟରେ ୧୯ରୁ ଦିଆଯିବ କୋଭିଡ ଟିକା

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୧୯ ତାରିଖରୁ ପୁଣି ଦିଆଯିବ କୋଭିଡ ଟିକା । କୋଭିଡ ଟିକାକରଣ ଅଭିଯାନରେ ଉପଲବ୍ଧ ହେବ କୋଭିସୀଲଡ଼ ଭ୍ୟାକସିନ । ୨ୟ ଓ ପ୍ରିକସନ ଡୋଜ ସମୟ ହୋଇଥିଲେ ନେଇପାରିବେ ଟିକା। ନିର୍ଦ୍ଦିଷ୍ଟ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଟିକାକରଣ କେନ୍ଦ୍ରରେ ଟିକା ଉପଲବ୍ଧ ହେବ ।

Exit mobile version