କଟକ – ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ ହୋଇଯାଇଛି । କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୧୦୧ ବର୍ଷ ବୟସ ହୋଇଥିଲା । ଗୁରୁତର ଅସୁସ୍ଥ ହୋଇ ଶତାୟୁ ସ୍ବାଧୀନତା ସଂଗ୍ରାମୀ ଗତ ୨୪ ତାରିଖରେ ଏସସିବି ନ୍ୟୁରୋ ସର୍ଜରୀ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଏସସିବିରେ ୪ ଜଣିଆ ଡାକ୍ତରୀ ଟିମ୍ ତାଙ୍କ ଚିକିତ୍ସାର ଅନୁଧ୍ୟାନ କରୁଥିଲେ। ଆଜି ତାଙ୍କର ଚିକିତ୍ସିତ ଅବସ୍ଥାରେ ଦେହାନ୍ତ ହୋଇଛି। ନୀଳମଣି ସାମଲ ଓଡ଼ିଶା ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତିର ସଭାପତି ଥିଲେ।
![](https://theajikali.com/wp-content/uploads/2024/01/WhatsApp-Image-2024-01-27-at-5.00.20-PM.jpeg)
January 27, 2024
0 Comment
66 Views
ଆଖି ବୁଜିଲେ ଶତାୟୁ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲ
by Editor
କଟକ – ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ ହୋଇଯାଇଛି । କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୧୦୧ ବର୍ଷ ବୟସ ହୋଇଥିଲା । ଗୁରୁତର ଅସୁସ୍ଥ ହୋଇ ଶତାୟୁ ସ୍ବାଧୀନତା ସଂଗ୍ରାମୀ ଗତ ୨୪ ତାରିଖରେ ଏସସିବି ନ୍ୟୁରୋ ସର୍ଜରୀ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଏସସିବିରେ ୪ ଜଣିଆ ଡାକ୍ତରୀ ଟିମ୍ ତାଙ୍କ ଚିକିତ୍ସାର ଅନୁଧ୍ୟାନ କରୁଥିଲେ। ଆଜି ତାଙ୍କର ଚିକିତ୍ସିତ ଅବସ୍ଥାରେ ଦେହାନ୍ତ ହୋଇଛି। ନୀଳମଣି... Read More