Site icon ଆଜିକାଲି

ରଜ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ – ଗଣପର୍ବ ରଜ ଉପଲକ୍ଷେ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ତାଙ୍କ ବାର୍ତ୍ତାରେ କହିଛନ୍ତି ଯେ, ‘ମାଟି ଓ ମେଘକୁ ସମ୍ମାନ ଜଣାଇ ଓଡ଼ିଶାବାସୀ ଏହି ପର୍ବକୁ ହର୍ଷୋଲ୍ଲାସରେ ପାଳନ୍ତି । ‘ରଜ ପର୍ବରେ ମୁଁ ରାଜ୍ୟ ତଥା ଦେଶବାସୀଙ୍କର ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଅଛି ।’

Exit mobile version