Site icon ଆଜିକାଲି

ଆଜି ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ଆଜି ବିଜ୍ଞାନ ଭବନରେ ଆୟୋଜିତ ହେବ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର ଉତ୍ସବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ସହ ୧୧ଜଣ ପିଲାଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର ପ୍ରଦାନ କରିବେ । ନବସୃଜନ, ସାମାଜିକ ସେବା, ଏକାଡେମିକ୍, କ୍ରୀଡା, କଳା-ସଂସ୍କୃତି ଏବଂ ସାହସିକତା ବର୍ଗରେ ସଫଳତାକୁ ନେଇ ପିଲାମାନେ ଏହି ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି ।

Exit mobile version