ଭୁବନେଶ୍ୱର- ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ – ଓଟିଇଟି ନିୟମରେ ସ଼ଂଶୋଧନ କରିଛନ୍ତି ରାଜ୍ୟ ସରକାର । ଏଣିକି ଥରେ ଓଟିଇଟିରେ ସଫଳ ହେଲେ ଆଉ ପରୀକ୍ଷା ଦେବାକୁ ପଡ଼ିବ ନାହିଁ। ପୂର୍ବରୁ ଓଟିଇଟିର ବୈଧତା ୭ ବର୍ଷ ଥିବା ବେଳେ ରାଜ୍ୟ ସରକାର ଏହାକୁ ଲାଇଫ ଟାଇମ ପାଇଁ ବଢ଼ାଇ ଦେଇଛନ୍ତି। ଯେଉଁ ପ୍ରାର୍ଥୀ ଥରେ ଓଟିଇଟିରେ ସଫଳ ହେବେ ସେ ଶିକ୍ଷକତା ପାଇଁ ଆବେଦନ କରିବାକୁ ଯୋଗ୍ୟ ବିବେଚିତ ହେବେ। ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ଶିକ୍ଷକତା ପାଇଁ ଓଟିଇଟିରେ ଯୋଗ୍ୟ ପ୍ରାର୍ଥୀ ଆବେଦନ କରିପାରିବେ ।

May 13, 2023
0 Comment
20 Views
ଓଟିଇଟି ବୈଧତା ଜୀବନବ୍ୟାପୀ ବଢାଇଲେ ରାଜ୍ୟ ସରକାର
by Editor
ଭୁବନେଶ୍ୱର- ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ – ଓଟିଇଟି ନିୟମରେ ସ଼ଂଶୋଧନ କରିଛନ୍ତି ରାଜ୍ୟ ସରକାର । ଏଣିକି ଥରେ ଓଟିଇଟିରେ ସଫଳ ହେଲେ ଆଉ ପରୀକ୍ଷା ଦେବାକୁ ପଡ଼ିବ ନାହିଁ। ପୂର୍ବରୁ ଓଟିଇଟିର ବୈଧତା ୭ ବର୍ଷ ଥିବା ବେଳେ ରାଜ୍ୟ ସରକାର ଏହାକୁ ଲାଇଫ ଟାଇମ ପାଇଁ ବଢ଼ାଇ ଦେଇଛନ୍ତି। ଯେଉଁ ପ୍ରାର୍ଥୀ ଥରେ ଓଟିଇଟିରେ ସଫଳ ହେବେ ସେ ଶିକ୍ଷକତା ପାଇଁ ଆବେଦନ କରିବାକୁ ଯୋଗ୍ୟ ବିବେଚିତ ହେବେ। ପ୍ରାଥମିକ ଶିକ୍ଷା କ୍ଷେତ୍ରରେ... Read More