Site icon ଆଜିକାଲି

ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି । ଆଇନରେ ଥିବା ଅସଙ୍ଗତି ଦୂର ସହ ଆବଶ୍ୟକ ସଂଶୋଧନ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶିକ୍ଷାନୁଷ୍ଠାନ ଗୁଡିକର ସ୍ୱାୟଭତାକୁ ସୁରକ୍ଷିତ ରଖିବାକୁ ଚିଠିରେ ଅନୁରୋଧ କରିଛନ୍ତି । ଶିକ୍ଷାର ମାନଦଣ୍ଡ ବଜାୟ ରଖିବାକୁ ସଂଶୋଧନ ଗୁରୁତ୍ୱପୂର୍ଣ୍ଣ ବୋଲି ଚିଠିରେ ଦର୍ଶାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

Exit mobile version