Site icon ଆଜିକାଲି

ଆଜି ଓଡ଼ିଶା ନିର୍ମାଣ କନକ୍ଲେଭରେ ଯୋଗଦେବେ କେନ୍ଦ୍ର ରେଳମନ୍ତ୍ରୀ


ଭୁବନେଶ୍ୱର : କେନ୍ଦ୍ର ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଓଡ଼ିଶା ଗସ୍ତ କରୁଛନ୍ତି । ଏହି ପରିଦର୍ଶନ ସମୟରେ ଶ୍ରୀ ବୈଷ୍ଣବ ଓଡିଶା ନିର୍ମାଣ କନକ୍ଲେଭ-୨୨ ରେ ଯୋଗଦାନ କରିବେ ।

ଶ୍ରୀ ବୈଷ୍ଣବ ମଧ୍ୟ ପୂର୍ବ ତଟ ରେଳପଥ ମୁଖ୍ୟାଳୟ ରେଳ ସଦାନ, ଚନ୍ଦ୍ରଶେଖରପୁର ଠାରେ ରେଳପଥ ଅଧିକାରୀ ମାନଙ୍କ ସହିତ ଓଡ଼ିଶାରେ ଚାଲୁ ରହିଥିବା ରେଳ ପ୍ରକଳ୍ପ ଏବଂ ଅନ୍ୟାନ୍ୟ ବିକାଶମୂଳକ କାର୍ଯ୍ୟ ଗୁଡିକର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି ।

Exit mobile version