Site icon ଆଜିକାଲି

୧୩ ଅକ୍ଟୋବର ଗୁରୁବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କର ସହକର୍ମୀ ଆପଣଙ୍କୁ ହଇରାଣ କରିବାକୁ ପ୍ରୟାସ କରି ପାରନ୍ତି। ଆପଣଙ୍କୁ ନିଜ ମନରେ ଚାଲିଥିବା ସବୁ କଥାକୁ ନିଜ ପିତାମାତା କିମ୍ବା ଜୀବନସାଥୀଙ୍କ ସହିତ ସେୟାର କରିବା ଉଚିତ।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଅଧିକ ଉପାର୍ଜନ କରିବା ପାଇଁ ନୂଆ ନୂଆ ମାର୍ଗ ପ୍ରାପ୍ତ ହେବ। ଘରେ କୌଣସି ପୂଜାପାଠ ବା ଧାର୍ମିକ ଅନୁଷ୍ଠାନର ଆୟୋଜନ ହୋଇପାରେ। ଘରର ବୃଦ୍ଧ ଲୋକଙ୍କର ସେବା କରନ୍ତୁ, ଯାହାଫଳରେ ଆପଣଙ୍କୁ ପୁଣ୍ୟ ପ୍ରାପ୍ତି ହେବ।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଯେଉଁମାନେ ବିଦେଶରେ ରହି ଚାକିରି କରିବା ପାଇଁ ଚାହୁଁଛନ୍ତି, ସେମାନଙ୍କ ଆଶା ପୂରଣ ହେବ। ଅବିବାହିତ ଲୋକଙ୍କ ପାଇଁ ବିବାହର ପ୍ରସ୍ତାବ ଆସିପାରେ। ପରିବାରରେ ଚାଲିଥିବା ସବୁ ସମସ୍ୟା ଦୂର ହୋଇଯିବ। ଆପଣଙ୍କୁ ନିଜର ସଫଳତାକୁ ନେଇ ଅହଙ୍କାର କରିବା ଉଚିତ ନୁହେଁ।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି0 ମାମଲାରେ ଆପଣଙ୍କୁ ବାହାର ଲୋକଙ୍କ ଠାରୁ ପରାମର୍ଶ ନେବାର ଆବଶ୍ୟକତା ନାହିଁ। ବ୍ୟବସାୟ କରୁଥିବା ଲୋକେ ଲଭଣ ହେବେ ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ଭାଇଙ୍କ ବିବାହରେ ଚାଲିଥିବା ସମସ୍ୟା ସବୁ ଦୂର ହୋଇଯିବ।

ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆୟରେ ବୃଦ୍ଧି ହେବ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ଆପଣ କୌଣସି କଥାକୁ ଗୁପ୍ତ ରଖି ପାରନ୍ତି। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। କୌଣସି ସ୍ଥାନରେ ନିବେଶ କରି ଆପଣ ଲାଭବାନ ହେବେ।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଭାଗ୍ୟ ଆପଣଙ୍କ ସପକ୍ଷରେ ରହିବ। ଆପଣଙ୍କୁ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ନୂତନ ବାହନ କ୍ରୟ କରି ପାରନ୍ତି। ପରିବାର ଲୋକଙ୍କ ସହିତ ଆପଣ ବାହାର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟାପାର କ୍ଷେତ୍ରରେ ଆପଣଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଆପଣ ଚିନ୍ତିତ ରହିବେ। ବହୁତ ଦିନ ପରେ ପୁରୁଣା ବନ୍ଧୁଙ୍କ ସହିତ ଦେଖାସାକ୍ଷାତ ହୋଇପାରେ।

ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପରିବାର ଲୋକଙ୍କ ସହିତ ଉତ୍ତମ ସମୟ ଅତିବାହିତ କରିବେ। ସନ୍ତାନଙ୍କ ତରଫରୁ ସୁଖଦ ସମାଚାର ମିଳିପାରେ। ବ୍ୟବସାୟରେ ଲାଭବାନ ହେବେ ଏବଂ ବଡ଼ ଡିଲ ଫାଇନାଲ ହୋଇପାରେ।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବ୍ୟବସାୟ କ୍ଷେତ୍ରରେ ଆପଣଙ୍କୁ କଠିନ ସମସ୍ୟାର ସାମ୍ନା କରିବାକୁ ପଡିପାରେ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ଆପଣଙ୍କୁ ନିଜ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ଯଦି ଆପଣ ଚାକିରି ବଦଳାଇବା ପାଇଁ ଚାହୁଁଛନ୍ତି, ତାହେଲେ ଏହି ସମୟ ଅନୁକୂଳ ରହିଛି।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣ ସକାରାତ୍ମକ ଉର୍ଜାରେ ପରିପୂର୍ଣ ରହିବେ। ଆପଣଙ୍କୁ ଗୁରୁଜନଙ୍କୁ ଦୁଃଖିତ କରାଇବା ଉଚିତ ନୁହେଁ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। କାର୍ଯ୍ୟକ୍ଷେତ୍ରରେ ଆପଣ ନିଜ ଦାୟିତ୍ୱ ତୁଲାଇବେ ଏବଂ କଠିନ ପରିଶ୍ରମର ଉଚିତ ଫଳ ପ୍ରାପ୍ତି କରିବେ।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆୟରେ ବୃଦ୍ଧି ହେବ। ଘରେ ରହିଥିବା ବୃଦ୍ଧ ଲୋକଙ୍କ ସ୍ୱାସ୍ଥ୍ୟକୁ ନେଇ ଆପଣ ଚିନ୍ତିତ ରହିବେ। ଆପଣଙ୍କୁ ନିଜ ଅହଙ୍କାର ତ୍ୟାଗ କରିବା ଆବଶ୍ୟକ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆୟରେ ବୃଦ୍ଧି ହେବ। ବରିଷ୍ଠ ଅଧିକାରୀଙ୍କୁ ସମ୍ମାନ କରନ୍ତୁ। ଘରର ଆର୍ଥିକ ସ୍ଥିତିରେ ସୁଧାର ହେବ। ସମାଜରେ ଆପଣଙ୍କର ମାନସମ୍ମାନ ଓ ପ୍ରତିଷ୍ଠା ବଜାୟ ରହିବ। ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଆଶାନୁରୂପ ସଫଳତା ହାସଲ କରିବେ।

Exit mobile version