Site icon ଆଜିକାଲି

୨୭ ଅକ୍ଟୋବର ଗୁରୁବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆଜି ସାମାଜିକ କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ସତର୍କ ରହିବାର ଆବଶ୍ୟକତା ରହିଛି। ଆପଣ ନିଜ ଲକ୍ଷ୍ୟ ପୂରଣ କରିବା ପାଇଁ କଠିନ ପରିଶ୍ରମ କରିବେ। ବରିଷ୍ଠ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ। ଶାରୀରିକ କଷ୍ଟରୁ ମୁକ୍ତି ମିଳିବ। କୌଣସି ସାଧାରଣ ବେମାରୀ ବଡ଼ ଆକାର ଧାରଣ କରି ପାରେ।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଜୀବନସାଥୀ ଆପଣଙ୍କୁ ସବୁ କ୍ଷେତ୍ରରେ ପରାମର୍ଶ ଦେବେ। ସନ୍ତାନଙ୍କ ପକ୍ଷରୁ ଆପଣଙ୍କୁ ସୁଖଦ ସମାଚାର ମିଳିପାରେ। ବାହନ ଚଳାଚଳ ସମୟରେ ସାବଧାନ ରୁହନ୍ତୁ। ବ୍ୟବସାୟିକ ମାମଲାରେ ଆପଣ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ। ଶାରୀରିକ ଓ ମାନସିକ ରୂପରେ ଆପଣ ସୁସ୍ଥ ରହିବେ। କାର୍ଯ୍ୟକ୍ଷେତ୍ରରେ ବନ୍ଧୁଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ। ଶତ୍ରୁ ଆପଣଙ୍କର କିଛି ବିଗାଡିବା ପାଇଁ ପ୍ରୟାସ କରି ପାରନ୍ତି। ପରିବାରରେ ସାମାନ୍ୟ କଥାକୁ ନେଇ ବିବାଦ ହୋଇପାରେ।

କର୍କଟ ରାଶି :-ଆଜି ଆପଣଙ୍କୁ ଅଧିକ ଲାଭ ପ୍ରାପ୍ତ ହେବ। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିସ୍ତାର କରନ୍ତୁ। ଅଯଥା ବିବାଦରେ ସାମିଲ ହୁଅନ୍ତୁ ନାହିଁ। ପିତାମାତାଙ୍କ ସ୍ବାସ୍ଥ୍ୟକୁ ନେଇ ଆପଣ ଚିନ୍ତିତ ରହି ପାରନ୍ତି। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଦୈନନ୍ଦିନ କାର୍ଯ୍ୟରେ କିଛି ପରିବର୍ତ୍ତନ ହୋଇପାରେ। ଭାଇଭଉଣୀଙ୍କ ସହିତ ଚାଲିଥିବା ମତଭେଦ ଦୂର ହୋଇଯିବ। ଆପଣ କୌଣସି ମାଙ୍ଗଳିକ କାର୍ଯ୍ୟକ୍ରମରେ ଯୋଗଦାନ କରି ପାରନ୍ତି। ସମ୍ପର୍କୀୟଙ୍କ ଠାରୁ କିଛି ଉପହାର ମିଳିପାରେ।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟବସାୟ କରୁଥିବା ଲୋକେ ଆଜି ବଡ଼ ଡିଲ ଫାଇନାଲ କରି ପାରନ୍ତି। ଶାରୀରିକ ଓ ମାନସିକ ରୂପରେ ଆପଣ ଦୁର୍ବଳ ଅନୁଭବ କରି ପାରନ୍ତି। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ସନ୍ତୁଷ୍ଟ ରହିବେ।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଶତ୍ରୁ ଆପଣଙ୍କର କିଛି ମଧ୍ୟ ବିଗାଡି ପାରିବେ ନାହିଁ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। କ୍ୟାରିୟରକୁ ନେଇ ଆପଣ ଚିନ୍ତିତ ରହିବେ। କାର୍ଯ୍ୟକ୍ଷେତ୍ରରେ ଆପଣ ସଫଳତାର ଶୀର୍ଷରେ ପହଞ୍ଚିବେ। ଶ୍ଵଶୁର ଘର ପକ୍ଷରୁ ସୁଖଦ ସମାଚାର ମିଳିପାରେ।

ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପରିବାର ଲୋକେ ସର୍ବଦା ଆପଣଙ୍କ ସପକ୍ଷରେ ରହିବେ। ଆପଣଙ୍କର ଅଟକି ରହିଥିବା ସବୁ କାର୍ଯ୍ୟ ସଠିକ ସମୟରେ ସମ୍ପନ୍ନ ହେବ। ପ୍ରେମ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଦେଖିବାକୁ ମିଳିବ। ଆପଣଙ୍କୁ ନିଜ ଅହଙ୍କାର ତ୍ୟାଗ କରିବା ଆବଶ୍ୟକ।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆଜି ଆପଣ ମାନସିକ ଓ ଶାରିରୀକ ରୂପରେ ସୁସ୍ଥ ରହିବେ। ଆୟରେ ବୃଦ୍ଧି ହେବ। ସରକାରୀ ଯୋଜନାରେ ନିବେଶ କରିବାର ଉତ୍ତମ ଅବସର ପ୍ରାପ୍ତ ହେବ। ବ୍ୟବସାୟିକ ମାମଲାରେ ଆପଣଙ୍କ ଯୋଜନା ସଫଳ ରହିବ।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। କଠିନ ପରିସ୍ଥିତି ସମୟରେ ଆପଣଙ୍କୁ ଧର୍ଯ୍ୟ ସହକାରେ କାର୍ଯ୍ୟ ସମ୍ପନ୍ନ କରିବା ଆବଶ୍ୟକ। ଆପଣଙ୍କୁ ନିଜ ଖାଦ୍ୟପେୟ ଉପରେ ଧ୍ୟାନ ରଖିବାର ଆବଶ୍ୟକତା ରହିଛି। ପରିବାରର କୌଣସି ସଦସ୍ୟ ଚାକିରି କ୍ଷେତ୍ରରେ ଦୂର ସ୍ଥାନକୁ ଯାତ୍ରା କରିବେ।

କୁମ୍ଭ ରାଶି :-ଆଜି ଆପଣଙ୍କୁ ମିଶ୍ରିତ ଫଳ ପ୍ରାପ୍ତି ହେବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ସାମାଜିକ କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ଅପରିଚିତ ଲୋକଙ୍କ ସହିତ ଅଧିକ ମିଳାମିଶା କରନ୍ତୁ ନାହିଁ। ପୁରୁଣା ଋଣ ପରିଶୋଧ ହେବ।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଅଚାନକ ଧନ ପ୍ରାପ୍ତି ହେବାର ସୁଯୋଗ ରହିଛି। କଳା ଓ ସାହିତ୍ୟ କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ନିଜର ପ୍ରତିଭା ପ୍ରଦର୍ଶନ କରିବା ପାଇଁ ଉତ୍ତମ ଅବସର ପ୍ରାପ୍ତ ହେବ। ଆପଣଙ୍କୁ ଅନ୍ୟମାନଙ୍କ କଥା ମାନିବାର ଆବଶ୍ୟକତା ନାହିଁ। ପ୍ରେମୀ ଯୁଗଳଙ୍କ ପାଇଁ ଆଜିର ଦିନଟି ଅନୁକୂଳ ରହିଛି।

Exit mobile version