Site icon ଆଜିକାଲି

୨୮ ଅକ୍ଟୋବର ଗୁରୁବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆଜି ଆପଣଙ୍କୁ ସୁବିଧାରେ ଋଣ ମିଳିଯିବ। ଆପଣ ଅଜଣା ବ୍ୟକ୍ତିଙ୍କ ସାମ୍ନାରେ ନିଜର ମନ କଥା କୁହନ୍ତୁ ନାହିଁ। ପୁରୁଣା ବନ୍ଧୁଙ୍କ ସହିତ ଦେଖାସାକ୍ଷାତ ହୋଇପାରେ। କୌଣସି ସ୍ଥାନରେ ନିବେଶ କରି ଆପଣ ଲାଭବାନ ହେବେ। ଘରର ଆର୍ଥିକ ପରିସ୍ଥିତି ଉପରେ ଆପଣ ବିଚାର କରିବେ।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ରୋଜଗାର ନଥିବା ଲୋକଙ୍କୁ ଆଶାନୁରୂପ ଚାକିରି ମିଳିଯିବ। ଆପଣ କୌଣସି ମାଙ୍ଗଳିକ କାର୍ଯ୍ୟକ୍ରମରେ ଯୋଗଦାନ କରି ପାରନ୍ତି। କଠିନ ପରିସ୍ଥିତିରେ ମଧ୍ୟ ଆପଣଙ୍କୁ ଧର୍ଯ୍ୟ ରଖିବାର ଆବଶ୍ୟକତା ରହିଛି। ପରିବାରର ସମସ୍ତ ଦାୟିତ୍ବ ଆପଣ ତୁଲାଇବେ।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର କୌଣସି ଖାସ କାର୍ଯ୍ୟ ସମ୍ପନ୍ନ ହେବା ଯୋଗୁଁ ଆପଣଙ୍କ ମନ ପ୍ରସନ୍ନ ରହିବ। ଜୀବନସାଥୀ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। ପ୍ରେମୀ ଯୁଗଳଙ୍କ ପାଇଁ ଆଜିର ଦିନଟି କଠିନ ସାବ୍ୟସ୍ତ ହୋଇପାରେ।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବ୍ୟବସାୟ କରୁଥିବା ଲୋକଙ୍କୁ ଆଶାନୁରୂପ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ କାର୍ଯ୍ୟ ଶୈଳୀ ସମସ୍ତଙ୍କୁ ଆକର୍ଷିତ କରିବ। ଆପଣ ନିଜ ଦାୟିତ୍ୱକୁ ସଠିକ ଢଙ୍ଗରେ ସମ୍ପନ୍ନ କରିବେ।

ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାରବାର ମାମଲାରେ ଆପଣ ବାହାର ସ୍ଥାନକୁ ଯାଇ ପାରନ୍ତି। ଆପଣ ନିଜର ସବୁ କାର୍ଯ୍ୟକୁ ଅଳ୍ପ ସମୟ ମଧ୍ୟରେ ସମ୍ପନ୍ନ କରିବେ। ସବୁ କ୍ଷେତ୍ରରେ ଭାଗ୍ୟ ଆପଣଙ୍କ ସପକ୍ଷରେ ରହିବ। କୌଣସି ସମ୍ପର୍କ ବିଗିଡି ଯାଉ ଥିଲେ, ତାକୁ କଥାବାର୍ତ୍ତା କରି ସମାଧାନ କରନ୍ତୁ।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆର୍ଥିକ ଦୃଷ୍ଟିରୁ ଦିନଟି ଅନୁକୂଳ ନାହିଁ। କୌଣସି କଥାକୁ ନେଇ ଆପଣ ଚିନ୍ତିତ ରହି ପାରନ୍ତି। ଜୀବନସାଥୀ ଆପଣଙ୍କୁ ଉତ୍ତମ ଉପହାର ଦେଇ ପାରନ୍ତି। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କ ଉପରେ କାର୍ଯ୍ୟ ଚାପ ବଢିପାରେ। କୌଣସି କଠିନ ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପାରିବାରିକ ଜୀବନ ସୁଖମୟ ରହିବ। କୌଣସି ସରକାରୀ ଯୋଜନାର ସମ୍ପୂର୍ଣ୍ଣ ଲାଭ ଉଠାଇବେ। ପାରିବାରିକ ଜୀବନ ସୁଖମୟ ରହିବ। ଆପଣଙ୍କୁ ନିଜ ସ୍ବାସ୍ଥ୍ୟ ଉପରେ ବିଶେଷ ଧ୍ୟାନ ଦେବାର ଆବଶ୍ୟକତା ରହିଛି। ଗୁରୁଜନଙ୍କ ଆଶୀର୍ବାଦ ନେଇ କାର୍ଯ୍ୟ କ୍ଷେତ୍ରକୁ ଯାଆନ୍ତୁ।

ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି। ଆଜି ଆପଣଙ୍କୁ କିଛି ନୂଆ ଶିଖିବା ପାଇଁ ମିଳିବ। ବିଦ୍ୟାର୍ଥୀ ମାନଙ୍କର ଉଚ୍ଚ ଶିକ୍ଷା ନିମନ୍ତେ ମାର୍ଗ ପ୍ରଶସ୍ତ ହେବ। ଅଜଣା ଲୋକଙ୍କ ଠାରୁ ଦୂରେଇ ରୁହନ୍ତୁ। ପରିବାରର ମାହୋଲ ସୁଖଶାନ୍ତିରେ ଭରି ଯିବ।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଚାକିରି କ୍ଷେତ୍ରରେ ପଦୋନ୍ନତୀ ମିଳିବାର ସମ୍ଭାବନା ରହିଛି। କାର୍ଯ୍ୟକ୍ଷେତ୍ରରେ ମାହୋଲ ସକାରାତ୍ମକ ରହିବ। ପ୍ରେମ ସ୍ବୀକାର କରିବା ପାଇଁ ଆଜିର ଦିନଟି ଶୁଭ ରହିଛି। ଆର୍ଥିକ ମାନ୍ଦାବସ୍ଥା ଦେଖା ଦେଇପାରେ।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବିବାହିତ ଲୋକଙ୍କର ଗୃହସ୍ଥ ଜୀବନରେ ଚାଲିଥିବା ସବୁ ସମସ୍ୟା ଦୂର ହୋଇଯିବ। ବ୍ୟାପାର କ୍ଷେତ୍ରରେ ଯୋଜନା ସଫଳ ରହିବ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ କରିବା ପାଇଁ ଆପଣ ପ୍ରୟାସ କରିବେ।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆୟରେ ବୃଦ୍ଧି ହେବ। ଧର୍ମ କର୍ମ ମାମଲାରେ ଆପଣ ରୁଚି ରଖିବେ। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ସନ୍ତୁଷ୍ଟ ରହିବେ। ଆପଣ ଋଣ ଦେଇଥିବା ଟଙ୍କା ଫେରସ୍ତ ପାଇବେ। ବିଦ୍ୟାର୍ଥୀ ମାନଙ୍କୁ ନିଜ ଧ୍ୟାନ ପାଠପଢା କ୍ଷେତ୍ରରେ ଲଗାଇବା ଉଚିତ।

ମୀନ ରାଶି :-ଆଜି ଆପଣଙ୍କୁ ଶୁଭ ଫଳ ପ୍ରାପ୍ତି ହେବ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। କ୍ୟାରିୟରରେ ଅଗ୍ରଗତି କରିବେ। ବିଦେଶରେ ରହୁଥିବା ସମ୍ପର୍କୀୟଙ୍କ ଠାରୁ ସୁଖଦ ସମାଚାର ମିଳିପାରେ। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି। ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପୁରସ୍କୃତ ହେବେ।

Exit mobile version