Site icon ଆଜିକାଲି

୨୨ ସେପ୍ଟେମ୍ବର ଗୁରୁବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ। ଆପଣ ନିଜ ସମ୍ପର୍କୀୟଙ୍କ ସ୍ବାସ୍ଥ୍ୟ ବିଷୟରେ ଚିନ୍ତିତ ରହି ପାରନ୍ତି। ଆପଣଙ୍କର ସବୁ କାର୍ଯ୍ୟ ସମ୍ପନ୍ନ ହେବ। କୌଣସି କଠିନ ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। ଆପଣଙ୍କୁ ନିଜ ଦୈନନ୍ଦିନ ଜୀବନରେ କିଛି ପରିବର୍ତ୍ତନ କରିବା ଆବଶ୍ୟକ। ଆପଣଙ୍କର ସବୁ ଅଭିଳାଷା ପୂରଣ ହେବ।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ମାର୍କଟିଂ କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ଆଶାନୁରୂପ ସଫଳତା ମିଳିବ। ବ୍ୟବସାୟରେ ଆପଣ ଲାଭବାନ ହେବେ। କାର୍ଯ୍ୟକ୍ଷେତ୍ରରେ ଥିବା ଲୋକଙ୍କୁ ବଡ଼ ପଦବୀ ମିଳିପାରେ। ବିଦ୍ୟାର୍ଥୀ ମାନଙ୍କୁ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିବ।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଧନ ସମ୍ବନ୍ଧିତ ସମସ୍ୟାରୁ ମୁକ୍ତି ପାଇବେ। ଆପଣଙ୍କୁ ନିଜ ସ୍ବପ୍ନକୁ ପୂରଣ କରିବା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିବ। ଘରେ ସୁଖଶାନ୍ତି ବିଦ୍ୟମାନ ହେବ। ଆପଣଙ୍କୁ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ଆପଣ ବ୍ୟର୍ଥ ଚିନ୍ତା କରନ୍ତୁ, ନଚେତ ମାନସିକ ଭାରସାମ୍ୟ ହରାଇ ପାରନ୍ତି।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ସାବ୍ୟସ୍ତ ହେବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ଜୀବନସାଥୀଙ୍କ ସହିତ ଆପଣଙ୍କର କିଛି ମତଭେଦ ହୋଇପାରେ। ପ୍ରେମ ଜୀବନରେ ଗଭୀରତା ଆସିବ। ସନ୍ତାନଙ୍କ ସମସ୍ୟା ଖୁବ୍ ଶୀଘ୍ର ସମାପ୍ତ ହେବ। ଯେଉଁମାନେ ବିଦେଶ ଯାତ୍ରା କରିବାକୁ ଚାହୁଁଛନ୍ତି, ସେମାନଙ୍କ ପାଇଁ ଦିନଟି ଅନୁକୂଳ ରହିଛି।

ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ପ୍ରେମ ଜୀବନରେ ସଫଳତା ପ୍ରାପ୍ତ ହେବ। ଘରେ ଆପଣ କଠିନ ଦାୟିତ୍ୱ ତୁଲାଇବେ। ଆଜି ଆପଣଙ୍କର ସମସ୍ତ ଅଭିଳାଷା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ପ୍ରସନ୍ନ ରହିବେ। ଆପଣଙ୍କ ଆୟରେ ବୃଦ୍ଧି ହେବ। ପରିବାର ଲୋକଙ୍କର ସବୁ ଆବଶ୍ୟକତାକୁ ଆପଣ ବୁଝିବେ।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ଭଲ କର୍ମ ଯୋଗୁଁ ଆପଣ ପ୍ରଶଂସିତ ହେବେ। ଯେଉଁମାନେ ନୂଆ କମ୍ପାନୀରେ ଚାକିରି କରିବା ପାଇଁ ଚାହୁଁଛନ୍ତି, ସେମାନଙ୍କୁ କମ୍ପାନୀ ବିଷୟରେ ଜରୁରୀ କଥା ଜାଣିବା ଆବଶ୍ୟକ।ପରିବାରରେ ଆଜି ମାଙ୍ଗଳିକ କାର୍ଯ୍ୟକ୍ରମର ଆୟୋଜନ ହୋଇପାରେ। ଆପଣ ନିଜର କଠିନ ପରିଶ୍ରମ ବଳରେ ସଫଳତା ଅର୍ଜନ କରିବେ।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବିଦ୍ୟାର୍ଥୀ ମାନଙ୍କୁ ଆପଣ କିଛି ନୂଆ ଶିଖିବା ପାଇଁ ମିଳିବ। ରାଜନୀତିରେ ଜଡ଼ିତ ଲୋକଙ୍କ ପାଇଁ ଏହି ସମୟ ଅନୁକୂଳ ରହିଛି। ଆଜି ଆପଣ ଅଧିକ ଚିନ୍ତିତ ରହି ପାରନ୍ତି। ପରିବାର ଲୋକଙ୍କ ସହିତ କୌଣସି କଥାରେ ମତଭେଦ ହୋଇପାରେ।ଆପଣଙ୍କୁ ନିଜ ସ୍ବାସ୍ଥ୍ୟ ପ୍ରତି ଯଥେଷ୍ଟ ଧ୍ୟାନ ରଖିବା ଆବଶ୍ୟକ।

ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟବସାୟରେ କିଛି ବାଧା ଉତ୍ପନ୍ନ ହୋଇପାରେ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ଆପଣ ନିଜ ମଧୁର ବାଣୀ ଦ୍ଵାରା ଲୋକଙ୍କୁ ନିଜ ଆଡକୁ ଆକର୍ଷିତ କରିବେ। କୌଣସି ମାଙ୍ଗଳିକ ସମ୍ମିଳନୀକୁ ଯାଇ ପାରନ୍ତି। ଆପଣ ଉଧାର ଦେଇଥିବା ଟଙ୍କା ଫେରସ୍ତ ପାଇବେ। ଆପଣଙ୍କୁ ଅଯଥା ବିବାଦରୁ ଦୁରେଇ ରହିବା ଆବଶ୍ୟକ।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଧାର୍ମିକ କାର୍ଯ୍ୟକ୍ରମରେ ଆପଣ ଭାଗ ନେଇ ପାରନ୍ତି। ଅସହାୟ ଲୋକଙ୍କ ସହଯୋଗ କରନ୍ତୁ। ପିତାମାତା ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। ପରିବାରରେ ସୁଖଶାନ୍ତି ବିଦ୍ୟ ମାନ ହେବ। କଠିନ ପରିଶ୍ରମ କରି ଆପଣ ସବୁ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଭାଇ ଭଉଣୀ ଆପଣଙ୍କୁ ସବୁ କାର୍ଯ୍ୟରେ ସାହାଯ୍ୟ କରିବେ।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କଠିନ ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। କ୍ୟାରିୟରରେ ଆଗକୁ ବଢିବା ପାଇଁ ଆପଣ ଯଥେଷ୍ଟ ପ୍ରୟାସ କରି ପାରନ୍ତି। ବ୍ୟାପାରରେ ଆପଣ ଲାଭବାନ ହେବେ। ନୂତନ ବ୍ୟବସାୟ ଆରମ୍ଭ କରିବାକୁ ଚାହୁଁଥିଲେ, କୌଣସି ଅନୁଭବୀଙ୍କ ପରାମର୍ଶ ନିଅନ୍ତୁ। ବ୍ୟାପାର କ୍ଷେତ୍ରରେ ଆପଣଙ୍କର କଠିନ ପରିଶ୍ରମର ଉଚିତ ଫଳ ଆପଣ ପ୍ରାପ୍ତି କରିବେ।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିବେ। ଘରେ ଜୀବନସାଥୀଙ୍କ ସହିତ ଉତ୍ତମ ସମୟ ଅତିବାହିତ କରିବେ। ପ୍ରେମ ଜୀବନରେ ସଫଳତା ହାସଲ କରିବେ। କୌଣସି ସ୍ଥାନରେ ନିବେଶ କରି ଲାଭବାନ ହେବେ। ଆପଣଙ୍କୁ କଠିନ ପରିଶ୍ରମର ଉଚିତ ଫଳ ପ୍ରାପ୍ତି ହେବ।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ଚାପ ବଢିପାରେ। ପରିବାର ଲୋକଙ୍କର ଆବଶ୍ୟକତାକୁ ପୂରଣ କରିବା ପାଇଁ ଆପଣ ଯଥେଷ୍ଟ ପ୍ରୟାସ କରିବେ। ଅବିବାହିତ ଲୋକଙ୍କ ପାଇଁ ବିବାହର ପ୍ରସ୍ତାବ ଆସିପାରେ।ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକେ ପ୍ରଶଂସିତ ହେବେ। କୌଣସି ସ୍ଥାନରେ ନିବେଶ କରି ଆପଣ ଲାଭବାନ ହୋଇ ପାରନ୍ତି।

Exit mobile version